ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ସ୍ବତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ସଚିବାଳୟରୁ ଭିଡ଼ିଓ କନଫରେସିଂ ଜରିଆରେ ଶୁଭାରମ୍ଭ

CM flagged off 10th pilgrimage train of ‘Baristha Nagarika Tirtha Yatra Yojana’

 Published : ଓଡ଼ିଶା ସନ୍ ଟାଇମ୍ସ

/  

15-Feb-2019  

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ସ୍ବତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସଚିବାଳୟରୁ ଭିଡ଼ିଓ କନଫରେସିଂ ଜରିଆରେ ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ବରିଷ୍ଠ ନାଗରିକମାନେ ତୀର୍ଥଯାତ୍ରାରେ ଭେଲକାନୀ ଓ ତାଞ୍ଜୋର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତୀର୍ଥଯାତ୍ରୀ ମାନଙ୍କୁ ଶୁଭକାମନା ଜଣାଇଛନ୍ତି ।

Other News