ମୁଖ୍ୟମନ୍ତ୍ରୀଙ୍କ ଯାଜପୁର ଜିଲ୍ଲା ଗସ୍ତ ୬୨୨ କୋଟି ଟଙ୍କାର ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ

CM inaugurated, laid stone for slew of projects worth Rs 622 cr in Jajpur

 Published : ଓଡ଼ିଶା ସନ୍ ଟାଇମ୍ସ

/  

18-Feb-2019  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଯାଇ ଧର୍ମଶାଳା, ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ସଡକ ଯୋଗା ଯୋଗ, ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟସେବା ଓ ଶିକ୍ଷା କ୍ଷେତ୍ର ଆଦିର ବିକାଶ ପାଇଁ ୬୨୨.୦୭ କୋଟି ଟଙ୍କାର ପ୍ରକଳ୍ପ ଗୁଡିକର ଉଦଘାଟନ କରିବା ସହିତ ଅନେକ ଗୁଡିଏ ଜନ ହିତକାରୀ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

Other News