ପାର୍ଟିର ନିର୍ବାଚନ ଇସ୍ତାହାର ପ୍ରସ୍ତୁତି ପାଇଁ ଜନମତ ସଂଗ୍ରହ କରାଯିବ

BJD to collect public opinion for preparation of party manifesto

 Published : ଓଡ଼ିଶା ସନ୍ ଟାଇମ୍ସ

/  

04-Mar-2019  

ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଦଳ ପକ୍ଷରୁ “ଘରେ ଘରେ ଶଙ୍ଖ” କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।

Other News