ଆନ୍ତର୍ଜାତୀୟ ମହିଳା ଦିବସରେ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଚା

CM wished on International Womens Day

 Published : ଓଡ଼ିଶା ସନ୍ ଟାଇମ୍ସ

/  

08-Mar-2019  

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମହିଳା ମାନଙ୍କୁ ଶୁଭେଚ୍ଚା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ବିଟର ମାଧ୍ୟମରେ ଶୁଭେଚ୍ଛା ଜଣାଇବା ସହିତ ରାଜ୍ୟ ସରକାର ମହିଳାମାନଙ୍କୁ ରାଜନୈତିକ, ସାମାଜିକ କ୍ଷେତ୍ରରେ ସଶକ୍ତ କରିଛନ୍ତି। ସେହିପରି ମମତା ଓ ମିଶନ ଶକ୍ତି ଯୋଜନା ମାଧ୍ୟମରେ ମହିଳାମାନଙ୍କର ଆର୍ଥିକ ସମୃଦ୍ଧି ଅଣା ଯାଇପାରିଛି। ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳା ମାନଙ୍କୁ ସମାନ ଅଧିକାର ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି।

Other News