ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ଜଣ ନେତା ହେଲେ ନିଲମ୍ବିତ

Party expelled two leaders for anti-party activities

 Published : ଓଡ଼ିଶା ସନ୍ ଟାଇମ୍ସ

/  

19-Mar-2019  

ଦଳ ବିରୋଧୀ କାର୍ଯ୍ୟ ପାଇଁ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲା ବ୍ରହ୍ମଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ଦୁଇଜଣ ନେତାଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି। ସେମାନେ ହେଲେ ବ୍ରହ୍ମଗିରି ବ୍ଲକର ପୂର୍ବତନ ଅଧ୍ୟକ୍ଷ କୃର୍ଷ୍ଣଚନ୍ଦ୍ର ରାୟ ଏବଂ ପ୍ରସନ୍ନ ବରାଳ.

Other News