ବିଜେପି ନେତାଙ୍କ ହତ୍ୟା ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ହତ୍ୟାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ନିର୍ଦ୍ଦେଶ

CM condemned BJP leader’s murder, orders action against culprits

 Published : ଓଡ଼ିଶା ସନ୍ ଟାଇମ୍ସ

/  

15-Apr-2019  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖେର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାକୁ  ନିନ୍ଦା କରିଛନ୍ତିଏବଂ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠନ ପାଇଁ ସେ  ପୁଲିସକୁ ଦେଲେ ନିର୍ଦ୍ଦେଶ।

Other News