ଦଳର ପାଟକୁରା ପ୍ରାର୍ଥୀ ବେଦ ପ୍ରକାଶଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

Party’s Patkura candidate Bed Prakash Agarwalla passed away, CM condoled

 Published : ଓଡ଼ିଶା ସନ୍ ଟାଇମ୍ସ

/  

20-Apr-2019  

କେନ୍ଦ୍ରପଡା ଜିଲ୍ଲାର ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ହୋଇଥିବା, ପୂର୍ବତନ ମନ୍ତ୍ରୀ ବେଦ ପ୍ରକାଶ ଅଗ୍ରୱାଲାଙ୍କ ପରଲୋକ ହୋଇ ଯାଇଛି। ଗତ କିଛିଦିନ ହେବ ସେ ଅସୁସ୍ଥତା କାରଣରୁ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଥିଲେ। ସ୍ବର୍ଗତ ଅଗ୍ରୱାଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

Other News