Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
/29-May-2019
ଓଡ଼ିଶାରେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ୨୦ ଜଣ ମନ୍ତ୍ରୀଙ୍କ ସହ ଶପଥ ଗ୍ରହଣକରି ଇନିଂସ ଆରମ୍ଭ କରିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ଓ ସମସ୍ତ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ ପ୍ରଦର୍ଶନୀ ପଡିଆରେ ଅୟୋଜିତ ଉତ୍ସବରେ କରାଇ ଥିଲେ। ଏହି ଉତ୍ସବରେ ଦେଶର ବଡ ବଡ ଉଦ୍ୟୋଗପତି ଓ ବିଶିଷ୍ଟ ଅତିଥି ମାନେ ଯୋଗ ଦେଇଥିଲେ ଥିଲେ।