ଦିଲ୍ଲୀରେ ନବୀନ, ପ୍ରଧାନମନ୍ତ୍ରୀଙ୍କୁ ଜୁନ ୧୧ରେ ଭେଟିବେ

Naveen in Delhi, to meet PM on June 11

 Published : ଟାଇମ୍ସ ଅଫ ଇଣ୍ଡିଆ

/  

10-Jun-2019  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସପ୍ତାହ ଗସ୍ତରେ ଯାଇ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ , ଜୁନ୍ ୧୧ ତାରିଖରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହିତ,  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରି ରାଜ୍ୟର ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Other News