ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ । ଭଲ କାମ କଲେ ପଦୋନ୍ନତି ମିଳିବ, ନହେଲେ ଦଣ୍ଡ।
ରାଜ୍ୟ ସରକାର ଗାନ୍ଧୀ ଜୟନ୍ତୀରୁ ଆରମ୍ଭ କରିବାକୁ ଯାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମ। ନିଜେ ମୁଖ୍ୟମନ୍ତ୍ରୀ ପ୍ରତି ଦିନ ଥାନାକୁ ଆସୁଥିବା ବିଭିନ୍ନ ଅଭିଯୋଗକାରୀଙ୍କ ମଧ୍ୟରୁ ୧୦ ଜଣଙ୍କୁ ଫୋନ୍ କରିବେ। ଥାନାରେ ଲୋକ କିପରି ବ୍ୟବହାର ଓ ସେବା ପାଇଲେ, ସେ ବିଷୟରେ ପଚାରି ବୁଝିବେ।