ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

‘Mo Sarkar’ initiative launched

 Published : ଦି ହିନ୍ଦୁ

/  

02-Oct-2019  

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ପ୍ରଶାସନକୁ ଆହୁରି କ୍ରିୟାଶୀଳ କରିବା ସହ ଲୋକଙ୍କୁ ଉତ୍ତମ ସେବା ଯୋଗା ପାଇଁ ରାଜ୍ୟ ସରକାର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।  

Other News