ଓଡ଼ିଶା ମୋ ପରିବାର କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Naveen launches  Odisha Mo Parivar
/  

26-Oct-2019  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମାଜସେବା କାର୍ଯ୍ୟକୁ ଆହୁରି ତ୍ବରାନ୍ବିତ କରିବା ପାଇଁ  ‘ଓଡ଼ିଶା ମୋ ପରିବାର’ ନାମରେ ଏକ ଅଭିନବ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।  ପରିବେଶ ସୁରକ୍ଷା, ରକ୍ତଦାନ, ଵିପନ୍ନଙ୍କୁ  ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମକୁ ଗୁରୁତ୍ଵ ଦେଇଛନ୍ତି।

Other News