ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେଲା ଓଡିଶା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ

Odisha Labour & ESI Dept Comes Under Mo Sarkar Initiative

 Published : ଦ ନ୍ୟୁଜରୁମ

/  

29-Jan-2020  

ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ 5ଟି ଆଧାରରେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହୋଇଛି ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ। ବିଭାଗର ଉତ୍ତର ଦାୟିତ୍ଵ ବଢାଇବା ସହ ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବାରେ ଏହା ମହତ୍ଵପୂର୍ଣ୍ଣ ସାବ୍ୟସ୍ତ ହେବ।

Other News