Published : ଦି ନ୍ୟୁଜରୁମ
/04-Feb-2020
ଲୋକଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇଁ ରାଜ୍ୟ ସରକାରଙ୍କ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ୱାସ୍ଥ୍ୟ ସଚେତନତା ଜାରି କରିବା ସହ ଭୟଭୀତ ନ ହୋଇ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା ଉପରେ ଗୁରୁତ୍ୱ ଦେଇ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି।