କରୋନା ମହାମାରୀ ପ୍ରଭାବିତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା

Odisha CM Announces Rs 2200 Crore COVID-19 Assistance Package

 Published : ଦି ନ୍ୟୁଜରୁମ

/  

27-Mar-2020  

ରାଜ୍ୟରେ କରୋନାଭାଇରସ୍ (COVID-19) ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2200 କୋଟି ଟଙ୍କା ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି।

କରୋନା ମହାମାରୀ ଯୋଗୁଁ ପ୍ରଭାବିତ ହୋଇଥଇବା ଗରିବ ଲୋକଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି।

Other News