Published : ଦି ନିୟୁ ଇଣ୍ଡିଆନ୍ ଏକ୍ସପ୍ରେସ
18-Dec-2016
ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ୨୦୧୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୨୦୦୦ କିଲୋ ମିଟର କଂକ୍ରିଟ ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।