ହୀରାଖଣ୍ଡ ଏକ୍ସପ୍ରେସ ଦୃର୍ଘଟଣା, ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା

Rs 5 lakh ex gratia for kin of victims of Hirakhand express tragedy

ଜଗଦଲପୁର-ଭୁବନେଶ୍ବର ହୀରାଖଣ୍ଡ ଏକ୍ସପ୍ରେସର ଆନ୍ଧ୍ରପ୍ରଦେଶର କୁନେରୁ ଷ୍ଟେସନ ନିକଟରା ହୋଇଥିବା ଦୃର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ନିକଟତମ ସମ୍ପକୀୟଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ପ୍ରଦାନ କରିବା ପାଇଁ ଓଡିଶା ସରକାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଟ୍ରେନ ଦୁର୍ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ ଏବଂ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ସ୍ବାସ୍ଥ୍ୟ ସଚିବଙ୍କୁ ତୁରନ୍ତ ରାୟଗଡା ଯାଇ ପରିସ୍ଥିତିର ଅନୁଧ୍ୟାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଅନୁରୋଧ କରିଥିଲେ।

Other News