ପାନୀୟ ଜଳ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

Chief Minister move on drinking water

ଗ୍ରୀଷ୍ମ ଋତୁରେ ରାଜ୍ୟରେ ପାନୀୟଜଳ କ୍ଷେତ୍ରରେ ଯେପରି ସଙ୍କଟ ସୃଷ୍ଟି ନହୁଏ ସେଥି ପାଇଁ ଆବଶ୍ୟକୀୟ ପଦକ୍ଷେପ  ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  ସେହିପରି ମାର୍ଚ୍ଚ ମାସ ଶେଷସୁଦ୍ଧା ପାନୀୟଜଳ ପ୍ରକଳ୍ପ ଗୁଡିକର ରକ୍ଷଣା ବେକ୍ଷଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ପ୍ରଦାନ କରିଛନ୍ତି। ଗ୍ରାମାଞ୍ଚଳରେ ପାନୀୟଜଳ ଯୋଗାଣ ପାଇଁ ପଞ୍ଚାୟତରାଜ ବିଭାଗ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। 

Other News