Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
/03-Jul-2017
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଦୃଷ୍ଟିହୀନ ବ୍ୟକ୍ତିଙ୍କୁ ସାର୍ବଜନୀନ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଓଡିଶା ଯୋଜନା କରୁଛି। ଏହି ଚିକିତ୍ସା ଅନୁଷ୍ଠାନ ଗୁଡିକରେ ଭଲହୋଇପାରିବାଭଳି ଚକ୍ଷୁ ରୋଗୀଙ୍କୁ ପରୀକ୍ଷା କରାକ୍ଷିବା ସହିତ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ।