ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜୁ ଜନତା ଦଳର ସମର୍ଥନ

BJD to support Opposition’s candidate in Vice Presidential poll

 Published : ଓଡିଶା ସନ୍ ଟାଇମ୍ସ

/  

18-Jul-2017  

 ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ତାର ମତ ସ୍ପଷ୍ଟ କରିଛି। ବିରୋଧୀ ଦଳର ପ୍ରାର୍ଥୀ ଶ୍ରୀ ଗୋପାଳକୃଷ୍ଣ ଗାନ୍ଧୀଙ୍କୁ ବିଜୁ ଜନତା ଦଳ ସମର୍ଥନ କରିବ ବୋଲି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଠାରେ ସାମ୍ବାଦିକ ମାନଙ୍କୁ ସୂଚନା ଦେଇଛନ୍ତି।

Other News