ମଧ୍ୟାହ୍ନ ଭୋଜନ ଖାଦ୍ୟର ମାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

CM stresses on midday meal quality

 Published : ଓଡିଶା ସନ୍ ଟାଇମ୍ସ

/  

18-Jul-2017  

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା  ଏବଂ ଅନୁସୂଚିତ ଜାତି ଓ ଜନ ଜାତି ବିଭାଗ ଦ୍ବାରା ପରିଚାଳିତ ସ୍କୁଲ ମାନଙ୍କରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନର ମାନ ଉନ୍ନତ ହେବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ପ୍ରଦାନ କରିଛନ୍ତି। ସଚିବାଳୟରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମଧ୍ୟାହ୍ନ ଭୋଜନର ମାନ ପରଖିବାକୁ ସୁପରିକଳ୍ପିତ ବ୍ୟବସ୍ଥା କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଚନ୍ତି।

Other News