ଓଡିଶାର ଦାବୀ, ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କର

Declare Paika Rebellion as first war of Independence

 Published : ଓଡିଶା ସନ୍ ଟାଇମ୍ସ

/  

18-Jul-2017  

ଚଳିତ ବର୍ଷ ପାଇକ ବିଦ୍ରୋହର ଦୁଇଶତ ବର୍ଷ ପୂର୍ତ୍ତି ଅବସରରେ ଏହି ସଂଗ୍ରାମକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କରିବାକୁ ଓଡିଶା ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରିଛନ୍ତି । ସଚିବାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଥିବା ବେଳେ ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କରିବାକୁ ଏହି ପ୍ରସ୍ତାବ ଉପରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହେଇଛି।

Other News