ମୁଖ୍ୟମନ୍ତ୍ରୀଙ୍କ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ନିବେଦନ, ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ମିଳୁ

CM urges Union Home Minister to declare Paika Bidroha as first war of Indian independence

 Published : ଟାଇମ୍ସ ଅଫ ଇଣ୍ଡିଆ

/  

20-Jul-2017  

୧୮୧୭ ମସିହାରେ ସଙ୍ଗଠିତ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ , କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କୁ ପତ୍ରଲେଖି , ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ କରିବାକୁ ନିବେଦନ କରିଛନ୍ତି। 

Other News