ନବ ନିର୍ବାଚିତ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତୀ

CM congratulates Ram Nath Kovind on being elected President

 Published : ଓଡିଶା ସନ୍ ଟାଇମ୍ସ

/  

20-Jul-2017  

 ନବନିର୍ବାଚିତ  ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ କୋବିନ୍ଦ ଏନ୍ ଡି ଏ ପ୍ରାର୍ଥୀ ଭାବେ  ଭାରତର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଲଢୁଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟ୍ବିଟ୍ କରି ଶ୍ରୀ ରାମନାଥ କୋବିନ୍ଦଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Other News