ଯୋଡାମୁଣ୍ଡ ଶିଶୁର ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ୧ କୋଟି ଟଙ୍କା ମଞ୍ଜୁର କଲେ

Chief Minister sanctions Rs 1 crore for conjoined twins treatment

ନୂଆ ଦିଲ୍ଲୀର ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁର ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଚିକିତ୍ସା ପାଇଁ ଏହି ଅର୍ଥ ଅଖିଳ ଭାରତ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନର ଡାକ୍ତରଙ୍କ ସୁପାରିଶ୍ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି ଓ ମଞ୍ଜୁର ଅର୍ଥ ଯୋଡାମୁଣ୍ଡ ଶିଶୁଙ୍କ ଚିକିତ୍ସା ପାଇଁ ଭାରତ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକଙ୍କ ନିକଟକୁ ପଠାଇଦିଆଯିବ।

Other News