Published : ଓଡିଶାପୋଷ୍ଟ
/01-Aug-2017
ବନ୍ୟା ପ୍ରପୀଡିତଙ୍କ ସହାୟତା ପାଇଁ ରାଜ୍ୟ ସରକାର ୬.୯ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଅନ୍ୟପକ୍ଷରେ ବ୍ରାହ୍ମଣୀ ନଦୀରେ ବନ୍ୟାଜଳ ହ୍ରାସ ପାଇବା ଫଳରେ ଯାଯପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ବନ୍ୟା ପରିସ୍ଥିତି କ୍ରମେ ସ୍ବଭାବିକ ହେବାରେ ଲାଗିଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି।