ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

CM greets people on Rakhi Purnima

 Published : ଓଡିଶା ସନ୍ ଟାଇମ୍ସ

/  

07-Aug-2017  

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ , ବିଶେଷ କରି ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଟ୍ବିଟର ମାଧ୍ୟମରେ ଜ୍ଞାପନ କରିଛନ୍ତି।

Other News