ଗୁରୁଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ୧୦୦ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧି କଲେ

CM felicitates 100 teachers on Guru Divas

 Published : ଓଡିଶା ସନ୍ ଟାଇମ୍ସ

/  

05-Sep-2017  

ଗୁରୁ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଅଞ୍ଚଳର ୧୦୦ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଜୟଦେବ ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ ହୋଇଥିବା ଶିକ୍ଷକ ମାନଙ୍କ ମଧ୍ୟରେ ୨୫ ଜଣ ଶିକ୍ଷୟତ୍ରୀ ରହିଛନ୍ତି। ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା, ସାଇଟେସନ ଓ ସ୍କାର୍ଫ ପ୍ରଦାନ କରାଯାଇଥିଲା।

Other News