ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

CM paid flower tribute to Mahatma Gandhi

 Published : ଓଟିଭି

/  

02-Oct-2017  

ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣକରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ।

Other News