ଓଡିଶାର ପ୍ରସିଦ୍ଧ ସମଲେଶ୍ବରୀ ମନ୍ଦିରରେ ଖୁବ୍ ଶୀଘ୍ର ପ୍ରଦର୍ଶିତ ହେବ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ

Light and sound show soon at Odishas famous Samaleswari temple

 Published : ଓଡିଶା ସନ୍ ଟାଇମ୍ସ

/  

26-Oct-2017  

ପଶ୍ଚିମ ଓଡିଶାର ସମ୍ବଲପୁର ଜିଲ୍ଲାରେ ଥିବା ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିରରେ ଖୁବ୍ ଶ୍ରୀଘ୍ର ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ କାର୍ଯ୍ୟକାରୀ କରାଯିବ। ଏହି ପ୍ରକଳ୍ପ ପାଇଁ  ରାଜ୍ୟ ସରକାର ୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା ଲାଇଟ୍ ଆଣ୍ଡ ସାଉଣ୍ଡ ପ୍ରକଳ୍ପର କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହା ଫଲରେ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ମା ସମଲେଶ୍ବରୀ ମନ୍ଦିର ଦେଖିବା ପାଇଁ ଆସିବେ।

Other News